ଜାଣନ୍ତୁ ଆଜି ଆପଣଙ୍କ ସହରରେ ୧୦ ଗ୍ରାମ୍ ପ୍ରତି ସୁନା ଦାମ୍ କେତେ ଅଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭.୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧.୮୨୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭.୫୦୦ ଟଙ୍କା ଓ ୫୧.୮୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭.୫୦୦ ଟଙ୍କା ଓ ୫୧.୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭.୬୫୦ ଟଙ୍କା ଓ ୫୧.୯୮୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮.୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨.୬୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭.୫୦୦ ଟଙ୍କା ଓ ୫୧.୮୨୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୭,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.