ବଢ଼ିଲା ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦର

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୪୩୦ ଟଙ୍କା ଓ ୫୧,୭୮୦ ଟଙ୍କା ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୪୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୮୦୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୪୦୦ ଟଙ୍କା ଓ ୫୨,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୪୦୦ ଟଙ୍କା ଓ ୫୨,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୯,୭୫୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୪,୨୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୪୦୦ ଟଙ୍କା ଓ ୫୨,୮୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୂପା ମୂଲ୍ୟ କିନ୍ତୁ ବଢ଼ିଛି। ଆଜି ଭୁବନେଶ୍ୱରରେ ରୂପା କିଲୋଗ୍ରାମ ପ୍ରତି ୭୦,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.