Browsing Category

ଘୋଷଯାତ୍ରା

ଗୁଣ୍ଡିଚା ଯାତ୍ରା ସଫଳ ଭାବେ ସମ୍ପନ୍ନ ହୋଇଥିବାରୁ ସମସ୍ତଙ୍କୁ ଅଭିନନ୍ଦନ : ଗଜପତି ଦିବ୍ୟସିଂହ ଦେବ

ପୁରୀ: ପୁରୀରେ ଗତକାଲି ସଫଳ ଭାବେ ସମ୍ପନ୍ନ ହୋଇଛି ଗୁଣ୍ଡିଚା ଯାତ୍ରା । ଏନେଇ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଗଜପତି ଦିବ୍ୟସିଂହ ଦେବ। ସେ କହିଛନ୍ତି, ସାଧାରଣ ଭକ୍ତଙ୍କ ବିନା ବଡ଼ଦାଣ୍ଡରେ ଗଡ଼ିଛି ରଥ। ଶୃଙ୍ଖଳାର ସହ ଓ ସୁରୁଖୁରରେ ଯାତ୍ରା ସଂପନ୍ନ ହୋଇଛି। ଖୁବ କମ୍ ସମୟ ମଧ୍ୟରେ…

ଆଜି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ

ପୁରୀ: ଆଜି ମହାପ୍ରଭୁଙ୍କ ଆଡପ ମଣ୍ଡପ ବିଜେ ନୀତି । ଆଜି ମହାପ୍ରଭୁ ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ । ଅପରାହ୍ନ ୨ଟା ସୁଦ୍ଧା ଆଡପ ମଣ୍ଡପ ବିଜେ ନୀତି ସରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ ଲାଗିବା ପରେ ରଥ…

ଗୁଣ୍ଡିଚା ମନ୍ଦିର ନିକଟରେ ପହଁଚିଲେ ତିନିରଥ, କାଲି ଆଡ଼ପମଣ୍ଡପ ବିଜେ

ପୁରୀ(କେନ୍ୟୁଜ) : ଗୁଣ୍ଡିଚା ମନ୍ଦିର ନିକଟରେ ପହଁଚିଲେ ତିନିରଥ । କାଲି ଆଡ଼ପମଣ୍ଡପ ବିଜେ। ପ୍ରଥମ ଥର ବିନା ଭକ୍ତରେ ବଡ଼ଦାଣ୍ଡରେ ଗଡ଼ିଲା ତିନି ରଥ। ସୂଚନା ଅନୁଯାୟୀ ଅପରାହ୍ନ ୫ ଟା ୧୫ ସୁଦ୍ଧା ଗୁଣ୍ଡିଚା ମନ୍ଦିର ନିକଟରେ ତିନି ରଥ ପହଞ୍ଚିଛନ୍ତି । ପ୍ରଥମେ ତାଳଧ୍ୱଜ ରଥ ଗୁଣ୍ଡିଚା ମନ୍ଦିର…

ଚଳିତବର୍ଷ ରଥଯାତ୍ରା ଥିଲା ସରକାରଙ୍କ ପାଇଁ ସବୁଠୁ ବଡ଼ ଚାଲେଞ୍ଜ

ପୁରୀ (କେନ୍ୟୁଜ) : ଚଳିତବର୍ଷ ରଥଯାତ୍ରା ପରିଚାଳନା କରିବା ସରକାରଙ୍କ ପାଇଁ ଥିଲା ସବୁଠୁ ବଡ଼ ଚାଲେଞ୍ଜ । ଗୋଟିଏପଟେ କୋଟିକୋଟି ଜଗନ୍ନାଥ ଭକ୍ତଙ୍କ ଭାବାବେଗ ତ ଅନ୍ୟପଟେ ସୁପ୍ରିମକୋର୍ଟଙ୍କ କଟକଣା । ଏହାରି ଭିତରେ ସୁରୁଖୁରୁରେ ବଡ଼ଦାଣ୍ଡରେ ଗଡ଼ିଛି ତିନି ରଥ । ଆସନ୍ତୁ ନଜର ପକାଇବା କେମିତି…

ଶୃଙ୍ଖଳାର ସହ ରଥଯାତ୍ରା ଶେଷ ହୋଇଥିବାରୁ ସେବାୟତ ଓ ପୁରୀ ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁରୀ (କେନ୍ୟୁଜ) : ପ୍ରତିବର୍ଷ ରଥଯାତ୍ରାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଯାଆନ୍ତି ମହାପ୍ରଭୁଙ୍କ ଦର୍ଶନ ପାଇଁ । ଏଥର କିନ୍ତୁ ନିଜେ ଅଫିସରେ ରହି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ଵିଟ୍‌ କରି କହିଛନ୍ତି, ରଥରେ ମହାପ୍ରଭୁଙ୍କୁ ଦେଖି ମନ ବିଭୋର ହୋଇଯାଇଛି ।…

ଗୁଣ୍ଡିଚା ଘର ଅଭିମୁଖେ ଯାତ୍ରା ଆରମ୍ଭ, ବଡଦାଣ୍ଡରେ ଗଡିଲା ରଥ

ପୁରୀ: ବଡଦାଣ୍ଡରେ ଗଡିଲା ରଥ । ପ୍ରଥମେ ବଡ ପ୍ରଭୁ ବଳଭଦ୍ରଙ୍କ ରଥ ଟଣା ଆରମ୍ଭ ହୋଇଛି । ତିନି ରଥରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପରେ ତାଳଧ୍ବଜ ରଥ ଟଣା ଆରମ୍ଭ ହୋଇଛି। ବିନା ଭକ୍ତରେ ଆଗକୁ ଆଗକୁ ଗଡି ଚାଲିଛି ରଥ । ଆଗେ ଆଗେ ଗଡି ଚାଲିଛି ଶ୍ରୀବଳଦେବଙ୍କ ତାଳଧ୍ୱଜ…

ତିନି ରଥରେ ଛେରା ପହଁରା କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ: ତିନି ରଥରେ ଛେରା ପହଁରା କଲେ ପୁରୀର ଗଜପତି ମହାରାଜା ଦିବ୍ୟସିଂହ ଦେବ।  ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ତିନି ରଥରେ ପୁରୀର ଗଜପତି ମହାରାଜା ଛେରା ପହଁରା କରିଛନ୍ତି। ଯାହା ରଥଯାତ୍ରାର ଏକ ପ୍ରମୁଖ ନୀତି । ରଥଯାତ୍ରା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେବା ପରେ ରଥ ଉପରେ ଛେରାପହଁରା…

ରଥାରୁଢ଼ ୩ ଠାକୁରଙ୍କୁ ଦର୍ଶନ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ

ପୁରୀ: ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି । ଇତିମଧ୍ୟରେ ସରିଛି ତିନି ଠାକୁରଙ୍କ ପହଣ୍ଡି ବିଜେ । ତିନି ଠାକୁରଙ୍କ ପହଣ୍ଡି ସରି ରଥାରୁଢ଼ ହୋଇସାରିଛନ୍ତି । କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଥିବାବେଳେ କେବଳ ନିର୍ଦ୍ଧାରିତ ସଂଖ୍ୟକ…

ତିନି ରଥରେ ବିଜେ ହେଲେ ତିନି ଠାକୁର, ଗୁଣ୍ଡିଚା ଘରକୁ ଯାତ୍ରା ଲାଗି ପ୍ରସ୍ତୁତ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଚଳଚଞ୍ଚଳ ବଡ଼ଦାଣ୍ଡ। ପବିତ୍ର ରଥଯାତ୍ରା ଅବସରରେ ତିନି ଠାକୁର ବଡ଼ଦାଣ୍ଡରେ ଯାତ୍ରା କରିବେ। ବର୍ତ୍ତମାନ ତିନି ଠାକୁରଙ୍କ ପହଣ୍ଡି ସରି ରଥାରୂଢ଼ ହୋଇସାରିଛନ୍ତି । କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡ ଯିବାକୁ ବାରଣ କରାଯାଇଥିବାବେଳେ କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ…

ବଡ଼ ଟାହିଆ ବାନ୍ଧି ଝୁଲି ଝୁଲି ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ, ଉତ୍ସବ ମୁଖରିତ ହୋଇ ଉଠିଛି ଶ୍ରୀକ୍ଷେତ୍ର

ପୁରୀ: ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି। ଜନ୍ମବେଦୀ ଅଭିମୁଖେ ଯାତ୍ରା କରିବେ ତିନିଠାକୁର । ଶ୍ରୀଜିଉଙ୍କ ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ନିଦ୍ଧାରିତ ସମୟରେ ଆରମ୍ଭ ହୋଇଯାଇଛି ପହଣ୍ଡି । କଡ଼ା କଟକଣା ଭିତରେ ଆରମ୍ଭ ହୋଇଯାଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ…

ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି, ଶୂନ୍ଯ ପହଁଣ୍ଡିରେ ଆସି ରଥାରୁଢ ହେଲେ ମା’ ସୁଭଦ୍ରା

ପୁରୀ: ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି। ଜନ୍ମବେଦୀ ଅଭିମୁଖେ ଯାତ୍ରା କରିବେ ତିନିଠାକୁର । ଶ୍ରୀଜିଉଙ୍କ ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଯାଇଛି ପହଣ୍ଡି । କଡ଼ା କଟକଣା ଭିତରେ ଆରମ୍ଭ ହୋଇଯାଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ…

ଆଜି ରଥଯାତ୍ରା: ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି ଶେଷ ହେବାପରେ ଚାଲିଛି ବଳଭଦ୍ରଙ୍କ ପହଣ୍ଡି ବିଜେ

ପୁରୀ: ଆଜି ରଥଯାତ୍ରା । ରତ୍ନ ଦେବୀ ଛାଡି ରଥରେ ଚଢି ଜନ୍ମବେଦୀ ଯିବେ ତିନି ଠାକୁର । କିନ୍ତୁ ଚଳିତ ବର୍ଷ କରୋନା ମହାମାରୀ ପାଇଁ ଦେଖାଯିବନି ଭକ୍ତଙ୍କ ଭିଡ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କମ୍ ସଂଖ୍ଯକ ସେବାୟତଙ୍କୁ ନେଇ ଚାଲିଛି ସମସ୍ତ ନୀତିକାନ୍ତି । ଭୋର ୩ଟାରୁ ମହାପ୍ରଭୁଙ୍କର…