ଦେଶରେ ୨୪ ଘଣ୍ଟାରେ ୫୬୨ଜଣଙ୍କ ମୃତ୍ୟୁ, ୪୨ ହଜାର ୬୨୫ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣି ୪୦ ହଜାର ଉପରେ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଦେଶରେ ୪୨ ହଜାର ୬୨୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୫୬୨ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ । ଗତକାଲି ଦେଶରେ ସଂକ୍ରମିତ ହୋଇଥିଲେ ୩୦ ହଜାର ୫୪୯ଜଣ ।

ଆଜିକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୭ ଲକ୍ଷ ୬୯ ହଜାର ୧୩୨ରେ ପହଞ୍ଚିଛି । ମୃତ୍ୟୁ ସଂଖ୍ୟା ୪ଲକ୍ଷ ୨୫ ହଜାର ୭୫୭ରେ ପହଞ୍ଚିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.