ରାଜ୍ଯରେ ଆଜି ୪୦୭ କରୋନା ପଜିଟିଭ୍ ଚିହ୍ନଟ, ୬ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ଯରେ ଗତ ୨୪ ଘଣ୍ଟାରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ମଧ୍ୟରୁ ୨୩୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।  ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ କରୋନା ପଜିଟିଭ ରହିଛନ୍ତି।

ସେହିପରି ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅନ୍ଯପଟେ ଆଜି ୬ଜଣଙ୍କ ଜୀବନ ନେଇଛି କରୋନା ।

Leave A Reply

Your email address will not be published.