ଜାଣନ୍ତୁ ଆଜିର ଭାଗ୍ୟ

mesha

ମେଷ : ପାରିବାରିକ ସମସ୍ୟା ଦେଖାଦେବ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ବନ୍ଧୁ ମିଳନ ଯୋଗ ରହିଛି।

brushaବୃଷ : ସ୍ୱାସ୍ଥ୍ୟ ଉତ୍ତମ ରହିବ । କର୍ମକ୍ଷେତ୍ରରେ ସଫଳତା ପାଇବେ । କୁଟୁମ୍ବରେ ପୀଡ଼ା ଦେଖା ଦେଇପାରେ ।

mithunaମିଥୁନ : ସୁସ୍ୱାଦୁ ଭୋଜନ କରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ ।

karkataକର୍କଟ : ମନରୁ ସନ୍ଦେହ ଭାବ ତ୍ୟାଗ କରନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ ।

singhaସିଂହ : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଅହଂଭାବ ଦୂର କଲେ ସଫଳତା ପାଇବେ । ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ ।

kanyaକନ୍ୟା : କର୍ତ୍ତବ୍ୟ ପରାୟଣ ହୋଇ କାର‌୍ୟ୍ୟ କରନ୍ତୁ । ଅହଂକାର ତ୍ୟାଗ କରିବା ସହ ହଠାତ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ପାରିବାରିକ ଶାନ୍ତି ମିଳିବ ।

tulaaତୁଳା : ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦିନଟି ଭଲରେ କଟିବ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।

bichhaବିଛା : ଆୟ ମଧ୍ୟମ ରହିବ । ସନ୍ତାନକୁ ନେଇ ଆନନ୍ଦିତ ହେବେ । ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

dhanuଧନୁ : ଅହଂଭାବ ଦୂର କରିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।

makaraମକର : ବିଦେଶ ଯାତ୍ରା ସଫଳ ହେବ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ । ଅହଙ୍କାର ତ୍ୟାଗ କରନ୍ତୁ ।

kumbhaକୁମ୍ଭ : ପରିବାରରେ ମନ ମିଳାଇ ଚଳନ୍ତୁ । ମାତାଙ୍କ ସହଯୋଗ ପାଇବେ । ଗୁରୁଜନଙ୍କ ସମ୍ମାନ କରନ୍ତୁ ।

minaମୀନ : କର୍ମକ୍ଷେତ୍ରରେ ସଫଳତା ସହ ମାନସମ୍ମାନ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ପରିବାରରେ ଅଶାନ୍ତି ଦେଖାଦେବ । ଗାଡ଼ି ଚଳାଇବା ବେଳେ ସାବଧାନ ରହନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.