ଜମ୍ମୁ କାଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୧ ମୃତ, ୨୫ ଗୁରୁତର

ଜମ୍ମୁ କାଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୧ଜଣ ମୃତ୍ୟୁବରଣ କରିଛନ୍ତି। ଏହି ଘଟଣାରେ ୨୫ ଜଣ ଗୁରୁତର ଆହତ ହୋଇଛନ୍ତି। ଜମ୍ମୁ କାଶ୍ମୀରର ପୁଞ୍ଚରୁ ସିଜିଆନ ଧାନମଣ୍ଡିକୁ ଯାଉଥିବା ଏକ ମିନି ବସ୍‌ ଖାଇକୁ ଖସି ପଡିଥିଲା। ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକ ଏବଂ ପୋଲିସ ଗୁରୁତର ଆହତଙ୍କୁ ମଣ୍ଡି ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଭାରତୀୟ ସେନା ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

 

Also Read : ସରବଜିତ ସିଂଙ୍କ ପତ୍ନୀ ସୁଖପ୍ରୀତ କୌରଙ୍କ ପରଲୋକ, ସଡକ ଦୁର୍ଘଟଣାରେ ମୃତ୍ୟୁ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.