ନୂଆଦିଲ୍ଲୀ(କେନ୍ୟୁଜ): କ୍ରମାଗତ ଦ୍ୱିତୀୟ ଦିନରେ ୮ହଜାର ଉପରେ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ୮,୫୮୨ ନୂଆ ଆକ୍ରାନ୍ତ ଚିହ୍ନଟ । ୪ ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ।
ଦିନକରେ ସୁସ୍ଥ ହେଲେ ୪,୪୩୫ ଆକ୍ରାନ୍ତ । ଦେଶରେ ଆକ୍ଟିଭ୍ କେସ୍ ୪୪,୫୧୩କୁ ବୃଦ୍ଧି ପାଇଛି । ଦେଶରେ ସୁସ୍ଥ ହେଲେଣି ମୋଟ ୪,୨୬,୫୨,୭୪୩ ଆକ୍ରାନ୍ତ।