ଦୁର୍ବଳ ହେଲା ଘୂର୍ଣ୍ଣିବଳୟ : ରାଜ୍ୟରେ ୨୪ ଘଣ୍ଟା ଟଳିଲା ବର୍ଷା

rainଭୁବନେଶ୍ବର : ଆସନ୍ତାକାଲି ସଂଧ୍ୟାରୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିବାଗ ପକ୍ଷରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ଦୁର୍ବଳ ହୋଇଥିବାରୁ ଉତ୍ତର ଓ ଉପୂକଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ମିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୦ ତାରିଖ ପର୍ୟ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷାର ପ୍ରଭାବ ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.