ବାଘପାଲି ସଂରକ୍ଷିତ ଜଙ୍ଗଲରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର ଘଟଣା, ୨ ଗିରଫ

ସୁବର୍ଣ୍ଣପୁର(କେନ୍ୟୁଜ୍): ସୁବର୍ଣ୍ଣପୁର ଜିଲ୍ଲା ବାଘପାଲି ସଂରକ୍ଷିତ ଜଙ୍ଗଲରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର ଘଟଣାର ୨ ଗିରଫ । ଆଜି ଦୁଇଜଣଙ୍କୁ ଗିରଫ କରିଛି ଉଲୁଣ୍ଡା ବନବିଭାଗ । ଗତ ୧୩ ତାରିଖରେ ଜଙ୍ଗଲରୁ ବାଘର ମୃତଦେହ ମିଳିଥିଲା ।

ମୃତ ବାଘର ନଖ କାଟିନେଇଥିଲେ ଶିକାରୀ । ଉଲୁଣ୍ଡା ବନବିଭାଗ ବାଘର ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଥିଲେ । ବାର୍‌ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାଘର ମୃତ୍ୟୁ ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.