ମହାପ୍ରଭୁଙ୍କ ବାହୁଡା ଯାତ୍ରା ପାଇଁ ଆଜିଠୁ ୩ ଦିନ ଧରି ହେବ ସେବାୟତଙ୍କ କୋଭିଡ ଟେଷ୍ଟ

ପୁରୀ(କେନ୍ଯୁଜ୍): ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବାହୁଡା ଯାତ୍ରା ପାଇଁ ହେବ ସେବାୟତଙ୍କ କୋଭିଡ ଟେଷ୍ଟ । ଆଜିଠୁ ୩ ଦିନ ଧରି ଟେଷ୍ଟ କରାଯିବ । ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିବ, ସେମାନଙ୍କୁ ବାହୁଡା ଯାତ୍ରାରେ ସାମିଲ ହେବାକୁ ଅନୁମତି ମିଳିବ।

ପୂର୍ବ ନିଷ୍ପତ୍ତି ଅନୁଯାୟୀ ନୀଳାଦ୍ରି ବିଜେ ପରେ ମଧ୍ୟ ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.