ଭୁବନେଶ୍ବର ଘରୋଇ କଲେଜର NCC ଅଫିସରଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର(କେନ୍ୟୁଜ୍): ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁଷ୍କର୍ମ ଅଭିଯୋଗ। ଭୁବନେଶ୍ୱରରେ ଘଟିଛି ଏହି ସମ୍ବେଦନଶୀଳ ଘଟଣା। ଏକ ଘରୋଇ କଲେଜର NCC ଅଫିସରଙ୍କ ବିରୋଧରେ ଆସିଛି ସଙ୍ଗୀନ ଅଭିଯୋଗ । ଅଭିଯୋଗ ପାଇବା ପରେ ଆଭ୍ୟନ୍ତରୀଣ କମିଟି ତଦନ୍ତ ଜାରି ରଖିଛି। ତଦନ୍ତ ନିର୍ଦ୍ଦେଶ ଦେଲା ଉଚ୍ଚ ଶିକ୍ଷା ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.