ଏଥର ବି ରାକ୍ଷୀରେ ନବୀନ ନିବାସ ବନ୍ଦ, ଶୁଭେଚ୍ଛୁମାନେ ନଆସିବା ପାଇଁ ମୁଖ୍ୟମନ୍ତ୍ରୀ କଲେ ଅପିଲ୍

କେନ୍ୟୁଜ୍(ବ୍ୟୁରୋ): ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନକରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ, ଆଗାମୀ କାଲି ରକ୍ଷା ବନ୍ଧନ ପାଇଁ ନବୀନ ନିବାସକୁ ନଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.