ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

boudhaବୌଦ୍ଧ: ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ପ୍ରମୋଦ ଭବସାଗର। ୮ ଦିନ ତଳେ ଏକ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିଲେ। ଜେଲରେ ତାଙ୍କୁ ପିଟି ପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.