ଦୁର୍ବଳ ମୌସୁମୀ ପ୍ରଭାବରେ ବଢୁଛି ଦିନ ତାପମାତ୍ରା, ରାଜ୍ୟର ୧୧ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ଦୁର୍ବଳ ମୌସୁମୀ ପ୍ରଭାବରେ ବଢୁଛି ଦିନ ତାପମାତ୍ରା। ରାଜ୍ୟର ୧୧ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଛି। ୩୭.୨ ଡିଗ୍ରୀ ସହ ଚାନ୍ଦବାଲି ସବୁଠୁ ଉତ୍ତପ୍ତ ସହର ପାଲଟିଛି।

ସମ୍ବଲପୁର ୩୬.୫ଂ ଏବଂ ଅନୁଗୁଳରେ ୩୬.୧ଂ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଉଚ୍ଚ ତାପମାତ୍ରା ଓ ଏବଂ ଆଦ୍ରତା ପ୍ରଭାବରେ ଉପକୂଳରେ ଗୁଳୁଗୁଳି ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.