Below header

କଳାହାଣ୍ଡି: ୧୧କେଭି ବିଦ୍ୟୁତ୍‌ ତାର ଲାଗି ମାଈ ହାତୀର ମୃତ୍ୟୁ

କଳାହାଣ୍ଡି(କେନ୍ଯୁଜ୍): ବିଦ୍ୟୁତ୍‌ ତାର ଲାଗି ମାଈ ହାତୀର ମୃତ୍ୟୁ। କଳାହାଣ୍ଡି ଜିଲ୍ଲାର ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜର ଜାମପଡାଠାରେ ଚାଷ ଜମିରେ ଏହି ଅଘଟଣ ଘଟିଛି। ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ବନବିଭାଗ ପହଁଞ୍ଚି ତଦନ୍ତ ଜାରି ରଖିଛି।

ମାଈ ହାତୀର ବୟସ ପାଖାପଖି ୨୨ରୁ ୨୫ ବର୍ଷ ମଧ୍ୟରେ ହୋଇଥିବା ଅନୁମାନ କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.