ପରଲୋକରେ ପୂର୍ବତନ ବିଧାୟକ ତଥା ବରିଷ୍ଠ ଶ୍ରମିକ ନେତା ରାଜେନ୍ଦ୍ର ପ୍ରସାଦ ସିଂ

କଟକ(କେନ୍ୟୁଜ୍): ପରଲୋକରେ ପୂର୍ବତନ ବିଧାୟକ ତଥା ବରିଷ୍ଠ ଶ୍ରମିକ ନେତା ରାଜେନ୍ଦ୍ର ପ୍ରସାଦ ସିଂ । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା । ହୃଦଘାତରେ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଗତକାଲି ଶ୍ରମିକ ସଂଗଠନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ରାଜେନ୍ଦ୍ର ସି । କଟକ ମେୟର ସୁବାଷ ସିଂଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଛନ୍ତି । ପୁରୀ ସ୍ୱର୍ଗଦ୍ୱାରରେ ଆଜି ତାଙ୍କର ଶେଷ କୃତ୍ୟ କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.