ଫନି ସହାୟତା ପାଇଁ ୧୦ ଲକ୍ଷ ଟଙ୍କା ପ୍ରଦାନ କଲେ ଗୀତା ମେହେଟ୍ଟା

ଭୁବନେଶ୍ବର : ରାଜ୍ୟରେ ବାତ୍ୟା ଫନି ସହାୟତା ପାଇଁ ୧୦ ଲକ୍ଷ ଟଙ୍କା ପ୍ରଦାନ କଲେ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସେ ଏହି ଅର୍ଥ ରାଶି ପ୍ରଦାନ କରିଛନ୍ତି। ବାତ୍ୟା ପରେ ବିଭିନ୍ନ ବ୍ୟକ୍ତବିଶେଷ ଓ ଅନୁଷ୍ଠାନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅର୍ଥ ରାଶି ପ୍ରଦାନ କରୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.