ମଙ୍କିପକ୍ସ ସ୍ଥିତି ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟା ୩୦ରେ ବସିବ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍): ମଙ୍କିପକ୍ସ ସ୍ଥିତି ନେଇ ଅପରାହ୍ନ ୪ଟା ୩୦ରେ ବସିବ ଉଚ୍ଚସ୍ତରୀୟ ବୈଠକ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ଧଳ, ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର, ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଓ ଡ଼ିଏମଇଟି ଉପସ୍ଥିତ ରହିବେ । ବିଭିନ୍ନ ରାଜ୍ୟରୁ ମଙ୍କିପକ୍ସର ସନ୍ଦିଗ୍ଧ ଚିହ୍ନଟ ପରେ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ପ୍ରସ୍ତୁତ କରିବେ ବ୍ଲୁପ୍ରିଣ୍ଟ । ପୂର୍ବରୁ ମଙ୍କିପକ୍ସକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଗାଇଡ଼ ଲାଇନ ଜାରି କରିସାରିଛି।

Leave A Reply

Your email address will not be published.