ରାଜଧାନୀରେ ଲଜ୍ଜା : ୧୦ ବର୍ଷର ନାବାଳିକାକୁ ଦୁଷ୍କର୍ମ କଲେ ୬୦ ବର୍ଷର ବୃଦ୍ଧ

ଭୁବନେଶ୍ବର : ରାଜଧାନୀରେ ପୁଣି ଲଜ୍ଜା । ଜଣେ ୧୦ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ଅତି ଗୁରୁତର ଅବସ୍ଥାରେ ନାବାଳିକାକୁ ଉଦ୍ଧାର କରାଯାଇଛି । ତେବେ ସବୁଠୁ ବଡ଼ କଥା ହେଉଛି ଏହି ଦୁଷ୍କର୍ମ ଅଭିଯୁକ୍ତ ଜଣକ ହେଉଛନ୍ତି ଜଣେ ୬୦ବର୍ଷର ବୃଦ୍ଧ । ଯାହା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି । ଘଟଣାଟି ଘଟିଛି ଖାରବେଳନଗର ଥାନାର ଗିରିଦୁର୍ଗା ବସ୍ତିରେ । ପୁଲିସ ଘଟଣାର ମୁଖ୍ୟ ଅଭିଯୁକ୍ତ ଅଜୟ ବେହେରାକୁ ଗିରଫ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.