ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ଙ୍କୁ କ୍ଲିନଚିଟ୍‌, ୨୦୧୬ର କାଷ୍ଟିଂ କାଉଚ ମାମଲାରେ ନିର୍ଦ୍ଦୋଷରେ ଖଲାସ

ଭୁବନେଶ୍ୱର(କେନ୍ୟୁଜ୍): ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ଙ୍କୁ କ୍ଲିନଚିଟ୍‌। ୨୦୧୬ର କାଷ୍ଟିଂ କାଉଚ ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ପପୁ। ନିର୍ଦ୍ଦୋଷରେ ଖଲାସ କଲେ ସ୍ୱତନ୍ତ୍ର କୋର୍ଟ। ପପୁଙ୍କ ନାଁରେ କାଷ୍ଟିଂ କାଉଚ ଅଭିଯୋଗ ଆଣିଥିଲେ ଜଣେ ନାବାଳିକା। ଅଭିଯୋଗ ପରେ ପପୁଙ୍କୁ ଗିରଫ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.