ପଦ୍ମପୁର ଆସନ ଖାଲି ନେଇ ବିଜ୍ଞପ୍ତି: ନିର୍ବାଚନ କମିସନଙ୍କୁ କରାଗଲା ଅବଗତ

ଭୁବନେଶ୍ବର(କେନ୍ୟୁଜ୍): ପଦ୍ମପୁର ବିଧାନସଭା ଆସନ ଖାଲି ନେଇ ବିଜ୍ଞପ୍ତି ପ୍ରକାଶ। ଆସନ ଖାଲି ନେଇ ଭାରତୀୟ ନିର୍ବାଚନ କମିସନ, ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି ବିଧାନସଭା ବାଚସ୍ପତି। ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଆସନ ଖାଲି ପଡ଼ିଥିବା ନେଇ ବିଧାନସଭା ପକ୍ଷରୁ ଅବଗତ କରାଯାଇଛି। ଅକ୍ଟୋବର ୩ତାରିଖରେ ପଦ୍ମପୁରର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.