ବଢିଲା ଖରାଛୁଟି ଅବଧି : ୧୮ ତାରିଖ ପରିବର୍ତ୍ତେ ୨୧ରେ ଖୋଲିବ ସ୍କୁଲ

ଭୁବନେଶ୍ବର : ବଢିଲା ଖରାଛୁଟି ଅବଧି । ୧୮ ତାରିଖ ପରିବର୍ତ୍ତେ ୨୧ ତାରିଖରେ ଖୋଲିବ ସ୍କୁଲ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରା ଛୁଟିକୁ ବଢାଯାଇଛି । ଏ ନେଇ ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଉଭୟ ସରକାରୀ ଓ ଘରୋଇ ସ୍କୁଲଗୁଡିକ ପାଇଁ ଏହା ଲାଗୁ କରାଯାଇଛି। ପୂର୍ବରୁ ଜୁନ୍ ୧୭ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା । ଏପ୍ରିଲ ୨୫ ତାରିଖରେ ଖରା ଛୁଟି ଘୋଷଣା କରାଯାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.