ସଚେତନ ନାଗରିକ କମିଟି ପକ୍ଷରୁ ଆଜି ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ

ବରଗଡ଼(କେନ୍ୟୁଜ୍): ସଚେତନ ନାଗରିକ କମିଟି ପକ୍ଷରୁ ଆଜି  ୧୨ ଘଣ୍ଟିଆ ବରଗଡ଼ ବନ୍ଦ ପାଳନ। ବରଗଡ଼ ପୋଲିସ୍ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଏହି ବନ୍ଦ ପାଳନ କରାଯାଇଛି।

ସହରର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରାଯାଇଛି। ଏହାସହିତ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଗତ ୨୨ ତାରିଖରେ ଏକ ଘରୋଇ ସ୍କୁଲରେ ପ୍ରଥମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଥିଲା। ଯାହାକୁ ନେଇ ପୋଲିସ୍ ବିରୋଧରେ ଏହି ବନ୍ଦ ପାଳନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.