ରାଉରକେଲାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, NITର ୧୯ତମ ସମାବର୍ତ୍ତନ ଉତ୍ସବରେ ଦେବେଯୋଗ

ରାଉରକେଲା(କେନ୍ୟୁଜ୍): ରାଉରକେଲାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଉରକେଲା NITର ୧୯ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ରାଉରକେଲା ରେଲେଓ୍ଵ ଷ୍ଟେସନ, ଏନଆଇଟି ଓ ବିଶ୍ରା ଛକରେ ହର୍‌ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.