କିସ୍‌ରେ ବିଶ୍ୱ ଜନଜାତି ଦିବସ ପାଳିତ, ବିର୍ସା ମୁଣ୍ଡା ଓ ସହିଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ): ଆଜି ହେଉଛି ବିଶ୍ୱ ଜନଜାତି ଦିବସ । ଏହି ଅବସରରେ ଆଜି କିସ୍‌ ବିଶ୍ୱବିଦ୍ୟାଳୟ ପରିସରରେ କିଟ୍‌ ଓ କିସର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ବିର୍ସା ମୁଣ୍ଡା ଓ ସହିଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଯେଉଁମାନେ ଆଦିବାସୀ ମାନଙ୍କ ପାଇଁ ତାଙ୍କର ଜୀବନ ଉତ୍ସର୍ଗ କରିଥିଲେ ।

tribal day 2

ଜନଜାତି ସଂପ୍ରଦାୟକୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାକୁ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଏମାନଙ୍କ ଅବଦାନ ବହୁତ ଅଧିକ । ଆଜି ସାରା ବିଶ୍ୱ ସେମାନଙ୍କ ଅବଦାନକୁ ମନେ ପକାଉଛି । ଏହି ଅବସରରେ କିସ୍‌ ବିଶ୍ୱବିଦ୍ୟାଳୟର କୁଳପତି,କିସ୍‌ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ପ୍ରଫେସର କାହ୍ନୁଚରଣ ମାହାଲିଙ୍କ ସମେତ ବହୁ ଲୋକ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

Leave A Reply

Your email address will not be published.