ନୟାଗଡ଼ରେ ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଗୁଳି କରି ହତ୍ଯା, ଘଟଣାସ୍ଥଳରୁ ଦେଶୀ ବନ୍ଧୁକ ଜବତ

ନୟାଗଡ଼(କେନ୍ୟୁଜ୍): ନୟାଗଡ଼ରେ ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଗୁଳିମାଡ଼ । ମୃତଦେହ ସହ ଘଟଣାସ୍ଥଳରୁ ଦେଶୀ ବନ୍ଧୁକ ଜବତ କରିଛି ପୋଲିସ । ମୃତକ ଜଣଙ୍କ ହେଲେ ଗଣିଆ ଥାନା ରାସଂଗ ଗ୍ରାମର ରଜତ ରାଉତ ।

ରାସଂଗ ପଞ୍ଚାୟତ ଗୋଛାବାରି ଗ୍ରାମର ତାରେନି ବେହେରା ଓ ସାଗର ବେହେରାଙ୍କ ସହ ରଜତଙ୍କ ବଚସା ହୋଇଥିଲା । ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.