Browsing Tag

_

୨୨ ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା: ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଆସନ୍ତା ୨୨ ତାରିଖରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି । ଚଳିତ ବର୍ଷ ସାଢ଼େ ୩ ଲକ୍ଷ ପିଲା ନାମ ଲେଖାଇଥିବା ନେଇ ସୂଚନା ମିଳିଛିି । ମନ୍ତ୍ରୀ ଶ୍ରୀ ଦାଶ…