Browsing Tag

achinta sheuli

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ: ଯୁବ ଉତ୍ତୋଳକ ଅଚିନ୍ତ ଶିଉଳି ଆଣିଲେ ସ୍ୱର୍ଣ୍ଣ ପଦକ

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ । ଅଚିନ୍ତ ଶିଉଳି ଆଣିଲେ ସ୍ୱର୍ଣ୍ଣ ପଦକ । ଯୁବ ଉତ୍ତୋଳକ ଅଚିନ୍ତ ଶିଉଳି ପୁରୁଷ ୭୩ କିଲୋଗ୍ରାମ ଓଜନ ବର୍ଗରେ ମୋଟ ୩୧୩ କିଲୋଗ୍ରାମ ଉତ୍ତୋଳନ କରି ଭାରତକୁ ତୃତୀୟ ସ୍ୱର୍ଣ୍ଣ ପଦକ ଦେଇଛନ୍ତି । ଏହାପୂର୍ବରୁ ପୁରୁଷ ଭାରୋତ୍ତଳନ ୬୭ କେଜି…