Browsing Tag

anubhab varsha

ପୁଣି ସାମନା ସାମନି ହେଲେ ଅନୁଭବ ଓ ବର୍ଷା, ଫ୍ୟାମିଲି କୋର୍ଟରେ

କଟକ (କେନ୍ୟୁଜ୍‌) : ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ କଟକ ଫ୍ୟାମିଲି କୋର୍ଟରେ ଶୁଣାଣି । କଟକ ଫ୍ୟାମିଲି କୋର୍ଟରେ ଆଜି ହାଜର ହୋଇଥିଲେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ । ବିବାହ ବିଚ୍ଛେଦ ମାମଲା ନେଇ ବର୍ଷା ପ୍ରିୟଦର୍ଶିନୀଙ୍କୁ ଜେରା କରିଛନ୍ତି ଅନୁଭବଙ୍କ ଓକିଲ ।…

ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା, ସାକ୍ଷୀ ତାଲିକା ଦସ୍ତାବିଜ ଦେବାକୁ ବର୍ଷାଙ୍କୁ ନିର୍ଦ୍ଦେଶ

କଟକ (କେନ୍ୟୁଜ): ବର୍ଷା-ଅନୁଭବ ପାରିବାରିକ ଅଦାଲତ ମାମଲା। ଆଜି ପୁଣି ପରିବାର ଅଦାଲତରେ ହାଜର ହେଲେ ଷ୍ଟାର ଦମ୍ପତି । ଅନୁଭବଙ୍କ ଆଇନଜୀବୀଙ୍କୁ ସମସ୍ତ ଦସ୍ତାବିଜ୍‌ ପ୍ରଦାନ କରିବାକୁ ବର୍ଷାଙ୍କ ଓକିଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏହାସହ ସାକ୍ଷୀ ତାଲିକା ଓ ସେ ସମ୍ବନ୍ଧୀୟ ସମସ୍ତ…

ପରିବାର ଅଦାଲତରେ ଶୁଣାଣି ପାଇଁ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ, ଆଜି ପୁଣି ହୋଇପାରେ କାଉନସେଲିଂ

କଟକ(କେନ୍ୟୁଜ୍): ବହୁଚର୍ଚ୍ଚିତ ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନୀ ପାରିବାରିକ ବିବାଦ ମାମଲା । ପରିବାର ଅଦାଲତରେ ଶୁଣାଣି ପାଇଁ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ । ଗତ ୧୪ ତାରିଖରେ ଉଭୟ ପରିବାର ଅଦାଲତରେ ହାଜର ହୋଇଥିଲେ । ବିଚାରପତି ସେଦିନ…

ଫ୍ୟାମିଲି କୋର୍ଟରେ ସତ୍ୟପାଠ ଦାଖଲ କଲେ ବର୍ଷା: ମାମଲାରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

କଟକ (କେନ୍ୟୁଜ): ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲାରେ ଫ୍ୟାମିଲି କୋର୍ଟରେ ହାଜର ହେଲେ ଉଭୟ ସ୍ବାମୀ-ସ୍ତ୍ରୀ । ଫ୍ୟାମିଲି କୋର୍ଟରେ ସତ୍ୟପାଠ ଦାଖଲ କଲେ ବର୍ଷା । ମାମଲାରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ । ଦୁହେଁ ପ୍ରାୟ ୨ ଘଣ୍ଟା ମଧ୍ୟସ୍ଥତା କେନ୍ଦ୍ରରେ…

ଆଜି ପୁଣି କଟକ ପାରିବାରିକ ଅଦାଲତରେ ହାଜର ହେଲେ ଅନୁଭବ, କିନ୍ତୁ ଆସିଲେନି ବର୍ଷା

କଟକ(କେନ୍ୟୁଜ୍):  କଟକ ପାରିବାରିକ ଅଦାଲତରେ ହାଜର ସାଂସଦ ଅନୁଭବ ମହାନ୍ତି। ଅନୁଭବ- ବର୍ଷା ପାରିବାରିକ ବିବାଦ ମାମଲାରେ କୋର୍ଟକୁ ଆସିଥିଲେ ଅନୁଭବ। କିନ୍ତୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି ହାଜର ହୋଇନଥିଲେ। ବିବାହ ବିଚ୍ଛେଦ ମାମଲାରେ ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇନାହିଁ।…