Browsing Tag

bargarh bandh

ସଚେତନ ନାଗରିକ କମିଟି ପକ୍ଷରୁ ଆଜି ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ

ବରଗଡ଼(କେନ୍ୟୁଜ୍): ସଚେତନ ନାଗରିକ କମିଟି ପକ୍ଷରୁ ଆଜି  ୧୨ ଘଣ୍ଟିଆ ବରଗଡ଼ ବନ୍ଦ ପାଳନ। ବରଗଡ଼ ପୋଲିସ୍ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଏହି ବନ୍ଦ ପାଳନ କରାଯାଇଛି। ସହରର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରାଯାଇଛି। ଏହାସହିତ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଗତ ୨୨…