୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ହୋଇପାରେ ବଡ଼ ବର୍ଷା
କେନ୍ୟୁଜ୍(ବ୍ୟୁରୋ): ଆସୁଛି ଲଘୁଚାପ । ଆସନ୍ତା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ…