କରଞ୍ଜିଆ: ରାସ୍ତାରେ ପିଟିଦେଲା ଦ୍ରୁତଗାମୀ ଅଜଣା ବାଇକ,ମହିଳା ମୃତ
କରଞ୍ଜିଆ(କେନ୍ୟୁଜ୍): ଦୁର୍ଗା ପୂଜା ଛୁଟିରେ ଝିଅକୁ ସ୍କୁଲ ହଷ୍ଟେଲରୁ ନେଇ ଚାଲି ଚାଲି ଘରକୁ ଫେରୁଥିବା ସମୟରେ ପଛପଟୁ ଦ୍ରୁତଗତିରେ ଆସି ଏକ ବାଇକ ଧକ୍କା ଦେବାରୁ ଘଟଣା ସ୍ଥଳରେ ମାର ମୃତ୍ୟୁ ଘଟିଛି। ଶନିବାର ସକାଳ ପ୍ରାୟ ୬.୩୦ ମିନିଟ ସମୟରେ ଠାକୁରମୁଣ୍ଡା- ଆନନ୍ଦପୁର ରାସ୍ତାର ମହୁଲଡ଼ିହା…