ସ୍ୱାଭିମାନ ଅଞ୍ଚଳରେ ଶିକ୍ଷାର ନୂତନ ଆଲୋକବର୍ତ୍ତିକା, ବଡପଡାରେ ନୂତନ ଶିକ୍ଷା ସୌଧ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (କେନ୍ୟୁଜ): ଆଜି ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍ଘାଟନ କରିଛନ୍ତି।
ଏହି…