Browsing Tag

chse exam

ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ଘଟଣା: ମାର୍ଚ୍ଚ ୨୨ରୁ ଦୁଇଟି ପର୍ଯ୍ୟାୟରେ ହେବ ଯୁକ୍ତ ମୂଲ୍ୟାୟନ

ଭୁବନେଶ୍ୱର(କେନ୍ୟୁଜ):  ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଭୁବନେଶ୍ୱର (କେନ୍ୟୁଜ): CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ଘଟଣା । ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି…

ଆଜି ସକାଳ ସାଢେ ୧୦ଟାରୁ ଯୁକ୍ତ ଦୁଇ ପରୀକ୍ଷା, କପି ରୋକିବା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଆଜିଠାରୁ ଆରମ୍ଭ ହେଉଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେବେ ବିଜ୍ଞାନ ବିଭାଗ ଛାତ୍ର ଛାତ୍ରୀ । ସକାଳ ସାଢେ ୧୦ଟାରେ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା ଆରମ୍ଭ ହେବାର ଅଧଘଣ୍ଟା ପୂର୍ବରୁ ପହଞ୍ଚିବାକୁ…

ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା: CHSE କଲା ଘୋଷଣା

କଟକ(କେନ୍ୟୁଜ୍): ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା । ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପାଇଁ ପରୀକ୍ଷା ହେବ । ମାର୍ଚ୍ଚ ୧ ତାରିଖରୁ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ମାର୍ଚ୍ଚ ୨ରୁ ବାଣିଜ୍ୟ ଓ କଳା ପରୀକ୍ଷା ହେବ । ଫେବୃୟାରୀ ୧ରୁ ୧୦ ମଧ୍ୟରେ ହେବ ହେବ ପ୍ରାକ୍ଟିକାଲ ପରୀକ୍ଷା ।…

ପ୍ରକାଶ ପାଇଲା ଯୁକ୍ତ ଦୁଇ ନାମଲେଖା ପାଇଁ ପ୍ରଥମ କଟ୍‌ ଅଫ୍‌ ତାଲିକା, ସର୍ବାଧିକ କେଉଁ କଲେଜ ଜାଣନ୍ତୁ

କେନ୍ୟୁଜ୍(ବ୍ୟୁରୋ): ପ୍ରକାଶ ପାଇଛି ଯୁକ୍ତ ଦୁଇ ନାମଲେଖା ପାଇଁ ପ୍ରଥମ କଟ୍‌ ଅଫ୍‌ ତାଲିକା। ଯୁକ୍ତ ୨କଳାରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ କଣ୍ଡାଖାଇ ହାଇଅର ସେକେଣ୍ଡାରୀ ସ୍କୁଲ ସର୍ବାଧିକ ୮୩.୫୦ ପ୍ରତିଶତ କଟ୍‌ ଅଫ ମାର୍କ ସହ ଆଗରେ ରହିଛି। ୮୩.୩୩ ପ୍ରତିଶତ କଟ୍‌ ଅଫ୍‌ ମାର୍କ ସହ…

ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା ନେଇ ଚିନ୍ତା: ଚଳିତ ବର୍ଷରୁ ଯୁକ୍ତ ୨ରେ ଶତ ପ୍ରତିଶତ ସିଲାବସରେ ଚାଲିଛି ପାଠପଢା

କେନ୍ୟୁଜ୍(ବ୍ୟୁରେ): ଚଳିତ ବର୍ଷରୁ ଯୁକ୍ତ ୨ରେ ଶତ ପ୍ରତିଶତ ସିଲାବସରେ ଚାଲିଛି ପାଠପଢା । ୨୦୨୩ରେ ଯୁକ୍ତ ଦୁଇ ବୋର୍ଡ଼ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀ ଶତ ପ୍ରତିଶତ ସିଲାବସ୍‌ରୁ ଦେବେ ପରୀକ୍ଷା । ପରୀକ୍ଷା ଢାଞ୍ଚା କିଭଳି ରହିବ ତାହା ସ୍ଥିର ହୋଇପାରୁନି। ଗତବର୍ଷ କୋଭିଡ୍‌ ଯୋଗୁ…

ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ରେଜଲ୍ଟ ବାହାରିବ । CHSE କାର୍ଯ୍ୟାଳୟରେ ରେଜଲ୍ଟ ବାହାରିବ ବୋଲି ସୂଚନା ଦିଆଯାଇଛି । ଚଳିତବର୍ଷ କଳାରେ ୨ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ ଧନ୍ଦାମୂଳକ…

ଆସନ୍ତା ଏପ୍ରିଲ ୨୮ରୁ ଯୁକ୍ତ-୨ ବୋର୍ଡ ପରୀକ୍ଷା, ଏଥର ୩ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତା ଏପ୍ରିଲ ୨୮ରୁ ଦ୍ୱାଦଶ ବୋର୍ଡ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ଥିଓରୀ ପରୀକ୍ଷା ଆସନ୍ତା ଏପ୍ରିଲ ୨୮ ତାରିଖରୁ ଆରମ୍ଭ ହେବ। ଏଥର ପରୀକ୍ଷା ଦେବେ ୩ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ। ଦ୍ୱାଦଶ…

ଜୁଲାଇ ୩୧ ସୁଦ୍ଧା ଯୁକ୍ତ୨ ପରୀକ୍ଷା ଫଳ ପ୍ରକାଶ ପାଇଁ ପ୍ରସ୍ତୁତି ଚଳାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

କେନ୍ୟୁଜ୍(ବ୍ୟୁରୋ):  ଜୁଲାଇ ୩୧ ସୁଦ୍ଧା ଯୁକ୍ତ୨ ପରୀକ୍ଷା ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ଯାହାକୁ ଆଧାର କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଚାଲିଛି। ପ୍ରାକ୍ଟିକାଲ ମାର୍କ ଅପଲୋଡ୍ ଚାଲିଥିବା ବେଳେ ପରୀକ୍ଷାର୍ଥୀଙ୍କ ଦଶମ ଶ୍ରେଣୀ ମାର୍କ…

ମେ’ ୧୮ରୁ ଜୁନ୍‌ ୧୨ ଯାଏଁ ଯୁକ୍ତ ୨ ପରୀକ୍ଷା, ଏଥର ପ୍ରଥମେ ହେବ ଫିଜିକ୍ସ ପରୀକ୍ଷା

କେନ୍ୟୁଜ୍(ବ୍ୟୁରୋ):  ମେ’ ୧୮ରୁ ଯୁକ୍ତ ୨ ପରୀକ୍ଷା। ପରୀକ୍ଷା ତାରିଖ ଘୋଷଣା କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଏଥର ପ୍ରଥମେ ଫିଜିକ୍ସ ପରୀକ୍ଷା ହେବ। ମେ’ ୨୮ ତାରିଖରୁ ଧନ୍ଦାମୂଳକ ପରୀକ୍ଷା ହେବ। ମେ’ ୧୮ରୁ ଜୁନ୍‌ ୧୨ ଯାଏଁ EXAM ଦେବେ ଛାତ୍ରଛାତ୍ରୀ। ବିଦ୍ୟାଳୟ…

ଆସନ୍ତା ୧୧ ତାରିଖରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ, ଉଚ୍ଚ ଶିକ୍ଷା ବିଭାଗ ଜାରି କଲା ବିଜ୍ଞପ୍ତି

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତା ୧୧ ତାରିଖରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ। ଆଜି ଏନେଇ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ଜାରି ହୋଇଛି। ଶେଷ ସେମିଷ୍ଟାର ପରୀକ୍ଷା ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ନେଇଛି । କରୋନା ସଂକ୍ରମଣକୁ ନଜରରେ ରଖି ଉଚ୍ଚ…

ଜାନୁଆରୀ ୮ରୁ ଖୋଲିବ ସ୍କୁଲ, ମେ ୩ରୁ ହେବ ମାଟ୍ରିକ ଓ ମେ ୧୫ରୁ ହେବ ଦ୍ୱାଦଶ ଶ୍ରେଣୀ ପରୀକ୍ଷା

କେନ୍ୟୁଜ୍(ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଜାନୁଆରୀ ୮ତାରିଖରୁ ସ୍କୁଲ ଖୋଲିବାକୁ ଥିବା ବେଳେ ଏଥିପାଇଁ ଜାରି ହୋଇଛି ଗାଇଡଲାଇନ । ଏଥିରେ ସ୍ୱାସ୍ଥ୍ୟ, ସ୍ୱଚ୍ଛତା ଓ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି। କଣ୍ଟେନମେଣ୍ଟ ଜୋନ ବାହାରେ ଥିବା ସ୍କୁଲଗୁଡ଼ିକ ଖୋଲିବ ।…