Browsing Tag

cm naveen patnaik

ବାଲେଶ୍ୱର ପାଇଁ ୧୫୫ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେ.ନ୍ୟୁଜ): ବାଲେଶ୍ୱର ମ୍ୟୁନିସିପାଲିଟି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା। ବାଲେଶ୍ୱର ପାଇଁ ୧୫୫ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟ ସଚିବ, ଫାଇଭ୍‌ ଟି ସଚିବ ଓ ପୂର୍ତ୍ତ ସଚିବ ବାଲେଶ୍ୱର ଗସ୍ତରେ ଯାଇ ବିଭିନ୍ନ…

ଲାଗୁ ହେବ କି ନୂଆ କଟକଣା? ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ କରିବେ । ରାଜ୍ୟରେ କିଛି ଦିନ ହେଲା କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏଭଳି ସ୍ଥିତିରେ କରୋନା ସଂପର୍କରେ…

ଆଜି ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ: ବେଲଭ୍ୟୁରେ ମହାତ୍ମା ଗାନ୍ଧୀଙ୍କ ସ୍ମୃତିରେ ବ୍ରୋଞ୍ଜ ନିର୍ମିତ ଭାସ୍କର୍ଯ୍ୟକୁ…

କଟକ: ଆଜି ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ । ଉତ୍କଳ ଦିବସ ଅବସରରେ ବେଲଭ୍ୟୁରେ ମହାତ୍ମା ଗାନ୍ଧୀଙ୍କ ସ୍ମୃତିରେ ବ୍ରୋଞ୍ଜ ନିର୍ମିତ ଭାସ୍କର୍ଯ୍ୟକୁ ଲୋକାର୍ପଣ କରିବେ ନବୀନ ପଟ୍ଟନାୟକ । ଏହି ପ୍ରତିମୂର୍ତ୍ତି ହେଉଛି କଟକ ଗସ୍ତ ସମୟରେ କାଠଯୋଡି ନଦୀ ପଠାରେ ଗାନ୍ଧୀ କରିଥିବା ବୈଠକର । ସେହି ସମୟର…

ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ।…

ପୁଣି ହେବ କି ଲକଡାଉନ୍‌, ଆଜି କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟକୁ ଲେଉଟିଛି କରୋନା କାୟା । ପୁଣି ବଢ଼ିଲା ଭାଇରସ୍‌ ଭୟ । ରାଜ୍ୟରେ ପୁଣି ଥରେ ଚିନ୍ତା ବଢାଇଛି ଦୈନିକ ସଂକ୍ରମଣ । ଆଜି କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ମ ୫ଟାରେ ଭିଡିଓ କନଫରେନ୍ସିଂରେ ସବୁ ଜିଲ୍ଲାପାଳ ଓ ଏସପିଙ୍କ ସହ ଆଲୋଚନା…

ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ ପରେ ରାଜ୍ୟବାସୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: କରୋନାର ମୁକାବିଲା ନେଇ ସତର୍କତା ଅତ୍ୟନ୍ତ ଜରୁରୀ । ଆମେ ଲକଡାଉନ ସମୟକୁ ଫେରିବାକୁ ଚାହୁଁନୁ । ଏଥିପାଇଁ ସତର୍କତା ଓ ସଚେତନତାକୁ ନିଶ୍ଚିତ କରିବାକୁ ପ୍ରାଥମିକତା ଦେଉଛୁ । ବିଶାଳ ଜନସଂଖ୍ୟା ଯୋଗୁଁ ରୋଗ ପ୍ରତିରୋଧକ ଶକ୍ତି ବଢିବାକୁ ସମୟ ଲାଗିବ । ଏଥିପାଇଁ ଆମକୁ ଅଧିକ ସତର୍କ…

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ, ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ କଲେ ଲୋକାର୍ପଣ

ନୂଆପଡ଼ା: ନୂଆପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୩ ଶହ ୩୭ କୋଟିର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ । ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବା କାର୍ଯ୍ୟକ୍ରମ ରହିଛି ।…

ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଜିଲ୍ଲା ଗସ୍ତ, ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବାର ରହିଛି…

ନୂଆପଡ଼ା: ଆଜି ନୂଆପଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବା କାର୍ଯ୍ୟକ୍ରମ ରହିଛି । ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ସମେତ ୨୩ ଶହ ୩୭ କୋଟିର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ । ସେହିପରି ୫୦ କୋଟିର…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆପଡା ଜିଲ୍ଲା ଗସ୍ତ, ବହୁ ଉନ୍ନୟନମୂଳକ କାର୍ଯ୍ୟର କରିବେ ଶୁଭ…

ନୂଆପଡା : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆପଡା ଜିଲ୍ଲା ଗସ୍ତ। ଏଥିରେ ବହୁ ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଗ୍ରସ୍ତ ନେଇ ଜିଲ୍ଲା ବିଜେଡି ନେତା ଓ କର୍ମୀଙ୍କ ସମେତ ଏସଏଚଜି ମହିଳାମାନେ ବେଶ ଉତ୍ସାହିତ। ଗସ୍ତ ପୂର୍ବରୁ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଏଲ୍‌. ଏନ୍‌ ମିତ୍ତଲ, ଓଡ଼ିଶାରେ ପ୍ରକଳ୍ପ ସ୍ଥାପନ ନେଇ ଆଲୋଚନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଆର୍ସେଲର ମିତ୍ତଲର ଚେୟାରମ୍ୟାନ୍‌ ତଥା ସିଇଓ ଲକ୍ଷ୍ମୀ ନିଓ୍ଵାସ ମିତ୍ତଲ । ନବୀନ ନିବାସରେ ଦୁଇ ଜଣଙ୍କ ମଧ୍ୟରେ ଆଲୋଚନା ହେଉଛି । ଓଡ଼ିଶାରେ ପ୍ରକଳ୍ପ ସ୍ଥାପନ ନେଇ ଆଲୋଚନା କରାଯାଉଛି । ୨୦୨୦ ଜୁନ୍‌ ୧୩ ତାରିଖରେ ଭିଡିଓ…

ବିଧାନସଭା ଡିସ୍‌ପେନ୍‌ସରୀରେ ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନେଲେ କରୋନା ଟିକା । ବିଧାନସଭା ଡିସ୍‌ପେନ୍‌ସରୀରେ ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନା ଅନୁଯାୟୀ ଆଜିଠୁ ସାରା ଦେଶରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ । ସେହିପରି ପ୍ରଧାନମନ୍ତ୍ରୀ ମୋଦି ମଧ୍ଯ ଆଜି ଭାରତ ବାୟୋଟେକ୍‌ର ଟିକା…

ପଟିଆଲାରେ ଇଣ୍ଡିଆନ୍‌ ଗ୍ରାଁ ପ୍ରି-2ରେ ସଫଳତା ପାଇଁ ଉଭୟ ଦୂତି ଓ ଅମୀୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୌଡ଼ ରାଣୀ ଦୂତି ଚାନ୍ଦଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା । ଏହାସହ ଅମୀୟ ମଲ୍ଲିକଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ । ଦୁହିଁଙ୍କ ଅଧିକ ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପଟିଆଲାରେ ଇଣ୍ଡିଆନ୍‌ ଗ୍ରାଁ ପ୍ରି-2ରେ ଦୂତି ଚାନ୍ଦଙ୍କୁ ସ୍ୱର୍ଣ୍ଣ ମିଳିଛି ।…