Browsing Tag

cm naveen patnaik

ଆଜି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୨ ହଜାର ୮୫ କୋଟିର ୧୦୬ଟି ପ୍ରକଳ୍ପ ଭେଟି ଦେବେ

କଳାହାଣ୍ଡି: ମକର ସଂକ୍ରାନ୍ତିରେ କଳାହାଣ୍ଡିରେ ବିକାଶର ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡି ହେବାକୁ ଯାଉଛି । କଳାହାଣ୍ଡିବାସୀଙ୍କୁ ୨୦୮୫ କୋଟି ଟଙ୍କାର ୧୦୬ଟି ପ୍ରକଳ୍ପ ଉପହାର ଦେବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧ ହଜାର ୬୪ କୋଟି ଟଙ୍କାର ୫୪ଟି ପ୍ରକଳ୍ପ ଉଦଘାଟନ କରିବେ…

ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ରାଜ୍ୟବାସୀଙ୍କୁ ନବ ବର୍ଷର…

ମା’ ଆଗେଇଲେ ଦେଶ ଆଗେଇବ, ସମାଜ ଆଗେଇବ: ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ମହିଳା ସଶକ୍ତିକରଣ ମୋର ସବୁଠୁ ପ୍ରିୟ କାର୍ଯ୍ୟକ୍ରମ । ମା’ ଆଗେଇଲେ ଦେଶ ଆଗେଇବ, ସମାଜ ଆଗେଇବ । ଆଜି ବିଜେଡି ପ୍ରତିଷ୍ଠା ଦିବସରେ କର୍ମୀମାନଙ୍କୁ ଏହା କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ମା’ମାନେ ହେଉଛନ୍ତି ସମାଜ ଚକର ଅଖ । ସେମାନଙ୍କ ବିନା…

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହେଲା । ବାରିପଦାରେ ଥିବା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜ ପୂର୍ବତନ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଗଲା । ଛାତ୍ର ବିଜେଡି…

ବିଜେଡି ରାଜ୍ୟ ପରିଷଦ ବୈଠକରେ ଦଳୀୟ କର୍ମକର୍ତ୍ତାଙ୍କ ମତାମତ ମାଗିଲେ ବିଜେଡି ସୁପ୍ରିମୋ, କାର୍ଯ୍ୟାଳୟରେ ରଖାଯାଇଛି…

ଭୁବନେଶ୍ବର: ବିଜେଡି ରାଜ୍ୟ ପରିଷଦ ବୈଠକରେ ଦଳୀୟ କର୍ମକର୍ତ୍ତାଙ୍କ ମତାମତ ମାଗିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସରକାର ଓ ସଙ୍ଗଠନ ପାଇଁ ମତାମତ ଦେବାକୁ ଆଜିର ବୈଠକରେ କହିଲେ ବିଜେଡି ସୁପ୍ରିମୋ । ଦଳର ସମସ୍ତ କାର୍ଯ୍ୟକର୍ତ୍ତା ମତାମତ ଦେବେ । ଦଳୀୟ କାର୍ଯ୍ୟାଳୟରେ ରଖାଯାଇଥିବା…

MSME କ୍ଷେତ୍ର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୮୯କୋଟି ୪୨ ଲକ୍ଷ ଟଙ୍କାର ସହାୟତା ଘୋଷଣା

କେନ୍ୟୁଜ ବ୍ୟୁରୋ : ଏମଏସଏମଇ କ୍ଷେତ୍ର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୨୮୯କୋଟି ୪୨ ଲକ୍ଷ ଟଙ୍କାର ସହାୟତା ଘୋଷଣା। କରୋନା ଦ୍ୱାରା ରାଜ୍ୟର କ୍ଷୁଦ୍ର, ଲଘୁ ଓ ମଧ୍ୟମ ଧରଣର ଶିଳ୍ପ ପ୍ରଭାବିତ ହୋଇଥିବାରୁ ସ୍ଥିତିରେ ସୁଧାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହି ପ୍ୟାକେଜ…

ଆଜି ରାଜ୍ୟ କ୍ୟାବିନେଟ୍: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍‌ସିଂରେ ହେବ ବୈଠକ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ୍‌ । ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍‌ସିଂରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ହେବ । ପୂର୍ବରୁ କୌଣସି ସୂଚନା ଦିଆନଯାଇ ସରକାର ହଠାତ୍‌ ଜରୁରୀ କ୍ୟାବିନେଟ୍‌ ବୈଠକ ଡାକିଛନ୍ତି । ଶ୍ରୀଲିଙ୍ଗରାଜଙ୍କ ପାଇଁ ସ୍ୱତନ୍ତ୍ର ଆଇନ…

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି, ମାଟ୍ରିକ ଓ +୨ ପରୀକ୍ଷା ପରିଚାଳନା ପାଇଁ ଜାତୀୟସ୍ତରରେ…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି। ମାଟ୍ରିକ ଓ +୨ ପରୀକ୍ଷା ପରିଚାଳନା ନେଇ ଚିଠିରେ ଉଲ୍ଲେଖ କରାଯାଇଛି। କୋଭିଡ ପରିସ୍ଥିତିରେ ବୋର୍ଡ ପରୀକ୍ଷା ନେଇ ଚିଠି। ଏନେଇ ଜାତୀୟସ୍ତରରେ ଗାଇଡଲାଇନ ପ୍ରସ୍ତୁତ କରିବାକୁ ଅନୁରୋଧ କରିଛନ୍ତି…

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ, ସୋସିଆଲ୍‌ ମିଡିଆରେ ଦଳୀୟ ନେତାଙ୍କ ଠାରୁ ଆରମ୍ଭ କରି ସାଧାରଣ…

ଭୁବନେଶ୍ବର: ୭୫ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ତାଙ୍କର ଜନ୍ମଦିନ । ଏବର୍ଷ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନ୍ମଦିନ ପାଳୁ ନାହାନ୍ତି ନବୀନ । ନବୀନ ନିବାସ ନଆସିବା ପାଇଁ ନେତା, କର୍ମୀ ଓ ସମର୍ଥକଙ୍କୁ କହିଛନ୍ତି । ଗରିବ ଲୋକଙ୍କୁ ସାହାଯ୍ୟ କରିବା ସହ ରକ୍ତ ଓ ପ୍ଲାଜମା…

ଆସନ୍ତାକାଲି ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ଗରିବ ଲୋକଙ୍କୁ ସାହାଯ୍ୟ କରିବାସହ ରକ୍ତ ଓ ପ୍ଲାଜ୍‌ମା ଦାନ କରିବାକୁ…

ଭୁବନେଶ୍ବର: ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ । କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଜନ୍ମ ଦିନ ପାଳନ କରିବେ ନାହିଁ । ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ପାଇଁ ସେ ସବୁବେଳେ ଋଣୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଗତ ୮ ମାସ ହେଲା…

ଘରେ ଘରେ ଟ୍ୟାପ୍‌ ଯୋଗେ ପହଞ୍ଚିବ ବିଶୁଦ୍ଧ ପାଣି: ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ମିଶନ ଅନ୍ତର୍ଗତ ସୁଜଳ ଯୋଜନାର ଶୁଭାରମ୍ଭ…

ଭୁବନେଶ୍ବର: ଘରେ ଘରେ ଟ୍ୟାପ୍‌ ଯୋଗେ ପହଞ୍ଚିବ ବିଶୁଦ୍ଧ ପାନୀୟ ଜଳ । ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ମିଶନ ଅନ୍ତର୍ଗତ ସୁଜଳ ଯୋଜନାର ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓମ୍‌ବାଡସି ଓ ରାଜ୍ୟ ପାଣ୍ଠିରୁ ୧୩୦୦କୋଟି ଟଙ୍କା ବିନିଯୋଗରେ…