Browsing Tag

cm naveen patnaik

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ୍‌): ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋଗୋର ଟ୍ୟାଗ ଲାଇନ୍ ରହିଛି, ‘ଭାଷା ହିଁ ଭବିଷ୍ୟତ’ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ସଫଳତା କାମନା କରିଛନ୍ତି । ପ୍ରଥମ ବିଶ୍ବ ଓଡ଼ିଆ ଭାଷା…

ଆକାଶ ପଥ ସହ ଯୋଡ଼ି ହେଲା ମାଲକାନଗିରି, ଲାଲଗଡ଼ରେ ବିମାନ ବନ୍ଦରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି (କେନ୍ୟୁଜ): ଲାଲଗଡ଼କୁ ସିଧାବିମାନ ।  ବିକାଶ ଯାତ୍ରାରେ ମାଲକାନଗିରି ଜିଲ୍ଲାରେ ଯୋଡ଼ି ହେଲା ଆଉ ଏକ ନୂଆ ପର୍ଦ୍ଦ । ଗୁରୁପ୍ରିୟା ସେତୁ ପରେ ଆକାଶପଥରେ ଯୋଡ଼ି ହୋଇଛି ସ୍ବାଭିମାନ ଅଞ୍ଚଳ । ମାଲକାନଗିରି ବିମାନ ବନ୍ଦରକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାକୁ ନୂଆବର୍ଷ ଭେଟି, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର (କେନ୍ୟୁଜ) : ସତ ହେବାକୁ ଯାଉଛି ପଶ୍ଚିମ ଓଡ଼ିଶାର ସୁକତେଲ୍ ସ୍ବପ୍ନ । ଆଜି ନେବ ବାସ୍ତବର ରୂପ । ଆଜି ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇ ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାକୁ…

ନୂଆବର୍ଷରେ ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର, ମୁଖ୍ୟମନ୍ତ୍ରୀ ଦେଲେ ଆଦେଶ

ଭୁବନେଶ୍ୱର (କେନ୍ୟୁଜ): ବରିଷ୍ଠ ନେତା ଦାମୋଦର ରାଉତଙ୍କ ଉପରୁ ହଟିଲା ବିଜେଡିର ବହିଷ୍କାର ଆଦେଶ । ୨୦୧୮ ସେପ୍ଟେମ୍ବରରେ ବିଜେଡିରୁ ବହିଷ୍କୃତ ହୋଇଥିଲେ । ଆଜି ନବୀନ ପଟ୍ଟନାୟକ ବହିଷ୍କାର ଆଦେଶକୁ ଉଠାଇ ନେଇଛନ୍ତି । ସାତଥର ବିଧାୟକ ଦାମୋ ରାଉତ ୧୯୭୭ ମସିହାରେ ପ୍ରଥମେ ବିଧାୟକ ଭାବେ ଜନତା…

ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ବର୍ଷ ୨୦୨୩ ବିଦାୟ ନେଇଛି । ନବବର୍ଷ ୨୦୨୪କୁ ବେଶ ଉତ୍ସାହର ସହ ସ୍ବାଗତ କରୁଛି ବିଶ୍ବ । ଭାରତ ସମେତ ବିଶ୍ବର କୋଣ ଅନୁକୋଣରେ ନବବର୍ଷକୁ ସ୍ବାଗତ କରିବା ପାଇଁ ଉତ୍ସବ ପାଳନ ଜାରି ରହିଛି । ନୂଆବର୍ଷରେ ନେଇଛନ୍ତି ନୂଆ ସଂକଳ୍ପ। ଇଂରାଜୀ ନବବର୍ଷ ୨୦୨୪ ଅବସରରେ…

ଟ୍ୱିନ ସିଟି ବାସିନ୍ଦାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି : ଆଜି ମେଟ୍ରୋ ଟ୍ରେନ୍ ପାଇଁ ତ୍ରିଶୁଳିଆରେ କରିବେ…

କଟକ / ଭୁବନେଶ୍ୱର (କେନ୍ୟୁଜ): ଟ୍ୱିନ ସିଟି ବାସିନ୍ଦାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଗିଫ୍ଟ । ସ୍ବପ୍ନର ପ୍ରକଳ୍ପ ମେଟ୍ରୋ ଟ୍ରେନ୍ ପାଇଁ ଆଜି ଶୁଭ ପଡ଼ିବ । ବହୁ ପ୍ରତିକ୍ଷୀତ ମେଟ୍ରୋ ପ୍ରକଳ୍ପ ପାଇଁ ଆଜି ତ୍ରିଶୂଳିଆ ରତାଗଡ଼ ଲେଙ୍କାସାହିଠାରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ…

ନୂଆ ରୂପ ପାଇବ ଯୋରନ୍ଦାର ମହିମା ପୀଠ, ରୂପାନ୍ତରଣ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ(କେନ୍ୟୁଜ୍) : ନୂଆ ରୂପ ପାଇବ ଢେଙ୍କାନାଳ ଜିଲ୍ଲା ଯୋରନ୍ଦାର ମହିମା ପୀଠ । ରୂପାନ୍ତରଣ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପାସନା ପୀଠ ଓ ବତୀ ମଣ୍ଡପ, ମହିମାଗାଦି ଚତୁଃପାର୍ଶ୍ୱ ଉନ୍ନତିକରଣ ସହ ଭବ୍ୟ ମହିମାଗାଦି ଶୂନ୍ୟମଣ୍ଡପ କାର୍ଯ୍ୟର ଶିଳାନ୍ୟାସ…

ଆଜିଠାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ, ଯୋରନ୍ଦା ପୀଠରୁ ଆରମ୍ଭ କରିବେ

ଭୁବନେଶ୍ୱର (କେନ୍ୟୁଜ) :ଆଜିଠାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ । ଢେଙ୍କାନାଳର ପ୍ରସିଦ୍ଧ ଯୋରନ୍ଦା ପୀଠରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା ଗସ୍ତ ଆରମ୍ଭ କରିବେ । ମହିମା ଗାଦି ମନ୍ଦିରରେ ଉପାସନା ପୀଠ ଓ ବତୀ ମଣ୍ଡପ, ଶୂନ୍ୟ ମଣ୍ଡପ ଓ ମହିମା ଗାଦି ଚତୁଃପାର୍ଶ୍ବ…

କେରେଡାଗଡର ବିକାଶ ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା ଜିଲ୍ଲା କେରେଡାଗଡର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟର ଉନ୍ନତି ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତ ପୋଖରୀର ସଂରକ୍ଷଣ ଓ ଉନ୍ନତିକରଣ କରାଯିବ।…

ରାଉରକେଲାରେ କମୁନି ଝାଡାବାନ୍ତି, ଆଜି ସନ୍ଧ୍ୟାରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା (କେନ୍ୟୁଜ): ରାଉରକେଲାରେ ଡାଇରିଆ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟାରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲାରେ ବ୍ୟାପୁଛି ଝାଡାବାନ୍ତି। ୩ ଦିନରେ ଗଲାଣି ୭ ଜଣଙ୍କ ଜୀବନ। ୫୯୫ ଜଣ…

ମୁମ୍ବାଇରେ ମୁଖ୍ୟମନ୍ତ୍ରୀ, ‘ହାର୍ଟବିଟସ୍’ ପ୍ରଦର୍ଶନୀରେ ସାମିଲ ହେଲେ ନବୀନ ପଟ୍ଟନାୟକ

(କେନ୍ୟୁଜ): ମୁମ୍ବାଇରେ 'ହାର୍ଟବିଟସ୍' ପ୍ରଦର୍ଶନୀରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ। ୨ ଦିନିଆ ମୁମ୍ବାଇ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶିଷ୍ଟ ହୃଦ ବିଶେଷଜ୍ଞ ତଥା ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟ ପ୍ରତିଷ୍ଠାତା ଡକ୍ଟର ରମାକାନ୍ତ ପଣ୍ଡା ମୁମ୍ବାଇରେ ଏକକ ଫଟୋ ପ୍ରଦର୍ଶନୀ…

ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ । ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ୧୧ଟା ୩୦ରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିବେ । ଗସ୍ତ ଅବସରରେ ଏସିଆନ୍ ହାର୍ଟ ଇନଷ୍ଟିଚ୍ୟୁଟ୍ ପ୍ରତିଷ୍ଠାତା ଡଃ ରମାକାନ୍ତ ପଣ୍ଡାଙ୍କ…