Browsing Tag

cm naveen pattanik

ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜନେସ୍‌ ଟାଇକୁନଙ୍କୁ ଭେଟିବାର ରହିଛି କାର୍ଯ୍ୟକ୍ରମ

ଭୁବନେଶ୍ବର(କେନ୍ୟୁଜ୍):ବିଦେଶରୁ ଆସିବ ବଡ଼ ପୁଞ୍ଜି ନିବେଶ । ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପ୍ରିଲ ପ୍ରଥମ ସପ୍ତାହରେ ଗସ୍ତ କରିବା ସମ୍ଭାବନା ରହିଛି । ଯଦିଓ ତାରିଖ ଘୋଷଣା ହୋଇନି କିନ୍ତୁ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ । ଜାପାନ ଗସ୍ତରେ ଯାଇ ଟପ୍‌ ବିଜନେସ୍‌…

ଆସନ୍ତା ୨୭ରେ ବେଙ୍ଗାଲୁରୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବେଙ୍ଗାଲୁରୁ (କେନ୍ୟୁଜ) : ଆସନ୍ତା ସେପ୍ଟେମ୍ବର ୨୭ରେ ବେଙ୍ଗାଲୁରୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ । ବେଙ୍ଗାଲୁରୁ ତାଜ ୱଷ୍ଟେ ଏଣ୍ଡ ହୋଟେଲରେ ୨୭ ତାରିଖରେ ରହିବା ସହ ୨୮ରେ ସେହି ହୋଟେଲରେ ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗଦେବା ସହ ନିବେଶକଙ୍କ ସହ ଅଲୋଚନା କରିବେ…

ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର(କେନ୍ୟୁଜ୍): ବିଶିଷ୍ଟ ଗାୟିକା ଶ୍ରୀମତୀ ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ସ୍ୱର୍ଗତ ନିର୍ମଳା ମିଶ୍ର ଜଣେ ଉଚ୍ଚକୋଟୀର ଗାୟିକା ଭାବରେ ଓଡ଼ିଆ ସଂଗୀତ ଜଗତରେ ସୁନାମ…

ଆଜି ବିଜୁ ଜନତା ଦଳର ୨୪ ତମ ପ୍ରତିଷ୍ଠା ଦିବସ, ଭିଡିଓ କନ୍‌ଫରେନ୍ସିଂରେ ଉପସ୍ଥିତ ରହି କର୍ମୀମାନଙ୍କୁ ସମ୍ବୋଧନ କରିବେ…

ଭୁବନେଶ୍ବର: ଆଜି ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ । ୨୪ ତମ ପ୍ରତିଷ୍ଠା ଦିବସ ପାଳୁଛି ଦଳ । କୋଭିଡ୍‌ ନିୟମକୁ ଅନୁପାଳନ କରି ଦଳୀୟ କାର୍ଯ୍ୟାଳୟରେ ସମାବେଶ ଆୟୋଜନ ହେବ । ଭିଡିଓ କନ୍‌ଫରେନ୍ସିଂରେ ଉପସ୍ଥିତ ରହି କର୍ମୀମାନଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ରାଜ୍ୟର ଆଉ ୫ ଜିଲ୍ଲାରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହସ୍ପିଟାଲ, ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀ କଲେ…

ଭୁବନେଶ୍ବର: ରାଜ୍ୟର ଆଉ ୫ ଜିଲ୍ଲାରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହସ୍ପିଟାଲ । ଅନୁଗୁଳ, ବରଗଡ଼, ଜଗତସିଂହପୁର, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ସୁନ୍ଦରଗଡ଼, ବରଗଡ଼ ଓ ନବରଙ୍ଗପୁରରେ ୨ ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ନିର୍ମାଣ ହୋଇଛି…

ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସର ମହିଳା ଉଦ୍ୟମିତା କମିଟି, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ): ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସର ଏକ ମହିଳା ଉଦ୍ୟମିତା କମିଟି ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। କମିଟିରେ ୪୦ ଜଣ ମହିଳା ଉଦ୍ୟୋଗୀ ରହିଛନ୍ତି । ମହିଳା ଉଦ୍ୟୋଗୀକରଣର ବିକାଶ, ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର…

ଶ୍ରୀମନ୍ଦିର ନିରାପତ୍ତା ବଳୟ ପାଇଁ ସ୍ୱେଚ୍ଛାକୃତ ଭାବରେ ୭୫ ପ୍ରତିଶତ ହୋଇଛି ଘରୋଇ ଜମି ସଂଗ୍ରହ, ଧନ୍ୟବାଦ ଜଣାଇଲେ…

ପୁରୀ(କେନ୍ୟୁଜ୍): ପୁରୀ ଶ୍ରୀମନ୍ଦିର ନିରାପତ୍ତା ବଳୟ ପାଇଁ ସ୍ୱେଚ୍ଛାକୃତ ଭାବରେ ୭୫ ପ୍ରତିଶତ ଘରୋଇ ଜମି ସଂଗ୍ରହ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ୪୦ ଦିନ ଭିତରେ ସିଧାସଳଖ ବିକ୍ର-ଖର୍ଦ୍ଦି ପ୍ରକ୍ରିୟାରେ ୭୫ ପ୍ରତିଶତ ଘରୋଇ…

ନୂଆଦିଲ୍ଲୀରେ କେନ୍ଦ୍ରୀୟ ଯୋଜନା ବକେୟା ଅର୍ଥକୁ ନବୀନଙ୍କ ସମୀକ୍ଷା

କେନ୍ୟୁଜ୍(ବ୍ୟୁରୋ):  କେନ୍ଦ୍ରୀୟ ଯୋଜନା ବକେୟା ଅର୍ଥକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆଦିଲ୍ଲୀରେ ସମୀକ୍ଷା କରିଛନ୍ତି । ନଭେମ୍ବର ୭ ତାରିଖ ସୁଦ୍ଧା ବିଭିନ୍ନ କେନ୍ଦ୍ରୀୟ ଯୋଜନା ବାବଦକୁ ରାଜ୍ୟ ସରକାର ୭ ହଜାର ୫୪୪ ହଜାର କୋଟି ଟଙ୍କା ଅର୍ଥ ପାଇଛନ୍ତି। ପିଏମଏୱାଇ,…

ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ, ୧୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):  ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଜିରୋ ଟଲେରନ୍ସ ନୀତିକୁ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି । ଦୁର୍ନୀତି ଅଭିଯୋଗରେ ଆଜି ଆଉ ୧୬ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି…