Browsing Tag

cm naveen pattnaik

କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍, ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ (କେନ୍ୟୁଜ): କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ । କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର୨୩୪ ପଞ୍ଚାୟତକୁ ଯୋଡିଲା ୬୩ଟି ବସ୍ । ଏହାଦ୍ବାର ଉପକୃତ ହେବେ ୧୩ ଲକ୍ଷ ଲୋକ । କୋରାପୁଟ ନୂଆ ବସଷ୍ଟାଣ୍ଡ ପାଇଁ ମଧ୍ୟ ଜମି…

ଆନନ୍ଦର ପର୍ବ ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀପାବଳି ଶୁଭେଚ୍ଛା। ଆଲୋକର ପର୍ବ ଦୀପାବଳି ଅବସରରେ ରାଜ୍ୟର ସବୁ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି ସେ ଟ୍ୱିଟ କରି କହିଛନ୍ତି। ଆଲୋକର…

ଜାତୀୟ ଗଣମାଧ୍ୟମରେ ନବୀନଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟକୁ ନେଇ ଦିଲ୍ଲୀ ରାଜନୈତିକ ମହଲରେ ଚର୍ଚ୍ଚା । ଜାତୀୟ ଗଣମାଧ୍ୟମରେ ବଡ଼ ଆଲୋଚନା ହେଉଛି । ଗତକାଲି ଓଡ଼ିଶା ଲିଟେରାରୀ ଫେଷ୍ଟିଭାଲରେ ଯୋଗ ଦେଇ ବିଶିଷ୍ଟ ସାମ୍ବାଦିକ ପ୍ରଭୁ ଚାୱଲାଙ୍କ ପ୍ରଶ୍ନର ଉତ୍ତରରେ ଏମିତି କଥା କହିଥିଲେ…

ମୁଖ୍ୟମନ୍ତ୍ରୀଙ୍କୁ ସ୍କୁଲ ଛାତ୍ରୀଙ୍କ ଚିଠି: କହିଲେ, ମୁଁ ପାଠ ପଢିବି କିନ୍ତୁ ଖର୍ଚ୍ଚ ତୁଲାଇବାକୁ ସମ୍ବଳ ନାହିଁ

କେନ୍ଦୁଝର (କେନ୍ୟୁଜ): ମୁଁ ପାଠ ପଢିବି। କିନ୍ତୁ ପଢାଖର୍ଚ୍ଚ ତୁଲାଇବାକୁ ପାଖରେ ସମ୍ବଳ ନାହିଁ। ନିଜ ପଢା ଖର୍ଚ୍ଚ ତୁଲାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ସ୍କୁଲ ଛାତ୍ରୀଙ୍କ ଚିଠି। ଶିକ୍ଷୟିତ୍ରୀ ଭାବେ ଚାକିରି କରିଥିବା ମାଆଙ୍କ ଦରମାରୁ ଟଙ୍କା କାଟି ପଢ଼ା ଖର୍ଚ୍ଚ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ…

କେଉଁ କାରଣରୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ଵାର୍ଡ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ? ଜାଣନ୍ତୁ ସବିଶେଷ

କେନ୍ୟୁଜ୍(ବ୍ୟୁରୋ):  କେଉଁ କାରଣରୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ଵାର୍ଡ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚୟନ କରାଗଲା । କେଉଁ ଦିଗକୁ ବିଚାରକୁ ନେଇ ନୂଆଦିଲ୍ଲୀର ସମ୍ମାନଜନକ ସଂସ୍ଥା କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ଏହି ପୁରସ୍କାର ଦେବାକୁ ନିଷ୍ପତ୍ତି ନେଇଛି । ଗତ ୨୦…

ଏଥର ବି ରାକ୍ଷୀରେ ନବୀନ ନିବାସ ବନ୍ଦ, ଶୁଭେଚ୍ଛୁମାନେ ନଆସିବା ପାଇଁ ମୁଖ୍ୟମନ୍ତ୍ରୀ କଲେ ଅପିଲ୍

କେନ୍ୟୁଜ୍(ବ୍ୟୁରୋ): ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନକରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ, ଆଗାମୀ କାଲି ରକ୍ଷା ବନ୍ଧନ…

ପ୍ରଜାତନ୍ତ୍ର ୭୫ତମ ପୂର୍ତ୍ତି ଉତ୍ସବ: ମୁଖ୍ୟମନ୍ତ୍ରୀ କହିଲେ ଗଣମାଧ୍ୟମ କୌଣସି ପ୍ରକାର ଭୟ ନରଖି ନିଜ କାର୍ଯ୍ୟ…

କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶାର ପୁରାତନ ଖବରକାଗଜ ପ୍ରଜାତନ୍ତ୍ର ୭୫ତମ ପୂର୍ତ୍ତି ଉତ୍ସବ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଉଦଘାଟକ ଭାବେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ଯୋଗ ଦେଇଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ…

କ୍ଷୁଦ୍ର ଗଳ୍ପ ସଂକଳନ ‘ଶେଷ ଚିଠି’ ଓ ଆଧ୍ୟାତ୍ମିକଧର୍ମୀ ପୁସ୍ତକ ‘ଭାଗବତ କଥାମୃତ’ ଦୁଇଟି ପୁସ୍ତକ ଉନ୍ମୋଚନ କଲେ…

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ଦୁଇଟି ପୁସ୍ତକ ଶେଷ ଚିଠି ଓ ଭାଗବତ କଥାମୃତ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶ୍ରୀ ମହାନ୍ତିଙ୍କୁ ତାଙ୍କର ସାରସ୍ବତ କୃତି ପାଇଁ ଅଭିନନ୍ଦନ…

୬ରେ ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଷ୍ଟ୍ରପତି ଭବନ ବୈଠକରେ ଦେବେ ଯୋଗ

ଯାଜପୁର(କେନ୍ୟୁଜ୍): ଆସନ୍ତା ୬ ତାରିଖରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ସାଢ଼େ ୧୦ଟାରେ ବିମାନ ଯୋଗେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ୧୨ଟା ୩୦ରେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବେ । ସେହିଦିନ ଅପରାହ୍‌ଣ ୪ଟା ୨୫ରେ ରାଷ୍ଟ୍ରପତି ଭବନର କଲଚରାଲ୍‌ ସେଣ୍ଟର…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଲୋକପ୍ରିୟ ଅଭିନେତା ଆର ମାଧବନ୍‌: କଳିଙ୍ଗ ଷ୍ଟାଡିୟମ କମ୍ପ୍ଲେକ୍ସ ଓ ନିର୍ମାଣାଧୀନ…

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଲୋକପ୍ରିୟ ଅଭିନେତା ଆର୍‌. ମାଧବନ୍‌ । କଳିଙ୍ଗ ଷ୍ଟାଡିୟମ କମ୍ପ୍ଲେସ ବୁଲି ଦେଖିବା ସହ ନିର୍ମାଣାଧୀନ ଆକ୍ୱାଟିକ୍‌ ସେଣ୍ଟରକୁ ପ୍ରଶଂସା କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଜୁନିଅର୍‌ ଜାତୀୟ ସୁଇମିଂ ଚାମ୍ପିଅନ୍‌…

ପାଇକ ସ୍ମାରକୀ ନିର୍ମାଣ ପାଇଁ ଜମି ଦେବାକୁ ରାଜ୍ୟ କ୍ୟାବିନେଟ୍‌ରେ ମଞ୍ଜୁରୀ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ…

ଭୁବନେଶ୍ୱର (କେନ୍ୟୁଜ): ବରୁଣେଇରେ ପାଇକ ସ୍ମାରକୀ ପାଇଁ ଜମି ପ୍ରଦାନ କରିବେ ରାଜ୍ୟ ସରକାର । ୯ ଏକର ୬୮୫ ଡିସିମିଲ ଜମି ଦେବାକୁ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର…

ସାନ ଭଉଣୀ ପାଇଁ ବଡ଼ ଭାଇର କର୍ତ୍ତବ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର(କେନ୍ୟୁଜ୍):  ସାଢେ ୩ ଘଣ୍ଟାର ଓଡିଶା ଗସ୍ତ ସାରି ଦିଲ୍ଲୀ ଫେରି ଯାଇଛନ୍ତି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ ବାହାରି ସେ ସିଧାସଳଖ ରାଜ୍ଯ…