Below header
Browsing Tag

cm naveen pattnaik

ପୁଣି ଦେଶରେ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୁଡ଼୍ ଗଭର୍ଣ୍ଣାନ୍ସ ପାଇଁ କଲେ ରେକର୍ଡ

କେନ୍ୟୁଜ୍(ବ୍ୟୁରୋ): ପୁଣି ଦେଶରେ ଟପ୍ ୩ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ରହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍କଚ୍ ମାଗାଜିନ ତରଫରୁ ପ୍ରସ୍ତୁତ ହୋଇଥିବା ଗୁଡ ଗଭର୍ନାନ୍ସ ରିପୋର୍ଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟପ୍-୩ ରାଙ୍କ ମଧ୍ୟରେ ଦେଖିବାକୂ  ମିଳିଛି।  ସ୍କଚ୍‌…

ଏୟାର ଏସିଆର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ଫେରିଲେ ୭୭ ଓଡ଼ିଆ ଛାତ୍ରଛାତ୍ରୀ,ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):  ୟୁକ୍ରେନରୁ ଭୁବନେଶ୍ୱର ଫେରିଲେ ୭୭ ଓଡ଼ିଆ ଛାତ୍ରଛାତ୍ରୀ । ଏୟାର ଏସିଆର ସ୍ୱତନ୍ତ୍ର ବିମାନରେ ସେମାନଙ୍କୁ ଓଡ଼ିଶା ଫେରାଇ ଅଣାଯାଇଛି । ଛାତ୍ରଛାତ୍ରୀଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରେ ଏକ…

ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଛାତ୍ରଛାତ୍ରୀ ଓ ଶ୍ରମିକଙ୍କୁ ସୁରକ୍ଷିତ ଫେରାଇ ଆଣିବା…

କେନ୍ୟୁଜ୍(ବ୍ୟୁରୋ): ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀ ଓ ଶ୍ରମିକଙ୍କୁ ସୁରକ୍ଷିତ ଫେରାଇ ଆଣିବା ନେଇ ଆଲୋଚନା କରିଛନ୍ତି…

ମନ ଦୁଃଖରେ ଏକ ଚୌକିରେ ବସି ତାଙ୍କ ଟିମ୍‌ର ମ୍ୟାଚକୁ ଦେଖୁଥାନ୍ତି  ଆହତ ଖେଳାଳି ମନୀଷା: ହଠାତ ମୁଖ୍ୟମନ୍ତ୍ରୀ ଯାଇ…

ଭୁବନେଶ୍ବର(କେନ୍ୟୁଜ୍): ମନୀଷା ନାୟକ । ସ୍ପୋର୍ଟସ ଓଡିଶା ଟିମ୍‌ର ୧୮ ବର୍ଷ ବୟସ୍କା ଫୁଟବଲ ଖେଳାଳୀ। ଅନେକ ସ୍ବପ୍ନ ନେଇ ଓଡିଶା ମହିଳା ଲିଗ୍‌ ମ୍ୟାଚରେ ଖେଳିବାର ଆଶା ରଖି ଆସିଥିଲେ । କିନ୍ତୁ ରାଇଜିଂ ଷ୍ଟୁଡେଣ୍ଟସ ଟିମ୍‌ ସହିତ ଥିବା ମ୍ୟାଚ ପୂର୍ବରୁ ତାଙ୍କ ଆଣ୍ଠୁରେ ଆଘାତ ଲାଗିଲା ।…

ନିଆରା ଲୁକରେ ନବୀନ, ପାଇଜାମା ଛାଡି ଟ୍ରାକ ପ୍ୟାଣ୍ଟ ଓ ଟି ସାର୍ଟ ପିନ୍ଧି କଳିଙ୍ଗ ଷ୍ଟାଡିୟମର ନବିକରଣର କଲେ ସମୀକ୍ଷା

ଭୁବନେଶ୍ବର(କେନ୍ୟୁଜ୍): ସ୍ପୋର୍ଟି ଲୁକ୍ସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ରାକ ପ୍ୟାଣ୍ଟ ଓ ଟି ସାର୍ଟ ପିନ୍ଧି କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। କଳିଙ୍ଗ ଷ୍ଟାଡିଅମ୍‌ କମ୍ପ୍ଲେକ୍ସରେ ଇଣ୍ଡୋର ଆଥଲେଟିକ୍‌ ଷ୍ଟାଡିଅମ ତଥା ୩୦୦ କୋଟି ଟଙ୍କାର କ୍ରୀଡା ଭିତ୍ତିଭୂମି…

ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପା ସହାୟତା ରାଶି ପାଇଁ…

କେନ୍ୟୁଜ୍(ବ୍ୟୁରୋ): ମୃତ ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ମିଳିବ । ପୋଲିସ ବିଭାଗ ପକ୍ଷରୁ ୯ ଲକ୍ଷ ଓ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ସହାୟତା ପ୍ରଦାନ କରାଯିବ । ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋହିତ…

ବୟସ୍କ ଓ ସମ୍ମୁଖ ଯୋଦ୍ଧାଙ୍କୁ ତୁରନ୍ତ ଦିଅ ବୁଷ୍ଟର ଡୋଜ୍‌, କୋଭିଡ ସମୀକ୍ଷାରେ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ କୋଭିଡ୍‌ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ବୟସ୍କ ଓ ସମ୍ମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବା ଉପରେ ଗୁରୁତ୍ୱ ଦେଇଛନ୍ତି ।…

ଦଳୀୟ ନେତାଙ୍କୁ ନବୀନଙ୍କ ଗୁରୁମନ୍ତ୍ର: ବିରୋଧୀଙ୍କ ମିଛ ପ୍ରଚାରର ସଠିକ ଜବାବ ଦିଅ, ସରକାରଙ୍କ ସଫଳତା ଲୋକଙ୍କ ନିକଟରେ…

ଭୁବନେଶ୍ବର(କେନ୍ୟୁଜ୍): ସରକାରଙ୍କ ସଫଳତା ଲୋକଙ୍କ ନିକଟରେ ପହଞ୍ଚାଇ ଆଶୀର୍ବାଦ ଆଣ। ବିରୋଧୀଙ୍କ ମିଛ ପ୍ରଚାରର ସଠିକ ଜବାବ ଦିଅ। ଦଳୀୟ ସାଂସଦ, ବିଧାୟକ, ପର୍ଯ୍ୟବେକ୍ଷକ ଏବଂ ଜିଲ୍ଲା ସଭାପତିଙ୍କୁ ଉଦବୋଧନ ଦେଇ ଏହା କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପଞ୍ଚାୟତ ନିର୍ବାଚନ…

ପ୍ରଭୁ ଜଗନ୍ନାଥଙ୍କୁ ନୂଆ ବର୍ଷର ସକାଳ ପ୍ରଣମା ଜଣାଇ ରାଜ୍ୟବାସୀଙ୍କ ଉନ୍ନତି କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ବର(କେନ୍ୟୁଜ):  ନୂଆ ବର୍ଷରେ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୁରୀ ଯାଇ ନ ପାରି ଘରୁ ଆଶୀର୍ବାଦ ମାଗିଛନ୍ତି। ନବୀନ ଜଗନ୍ନାଥଙ୍କ ବଡ଼ ଭକ୍ତ। ତେଣୁ ପ୍ରତିବର୍ଷ ନୂଆବର୍ଷ ଦିନ ମୁଖ୍ୟମନ୍ତ୍ରୀ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରନ୍ତି। କିନ୍ତୁ…

ଟୋକିଓ ହିରୋଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା, ସ୍ପୋର୍ଟସରେ ଓଡ଼ିଶା ଏକ ମଡେଲ ପାଲଟିଛି

କେନ୍ୟୁଜ୍(ବ୍ୟୁରୋ):  ପାରା ଅଲିମ୍ପିଆନଙ୍କୁ ସମ୍ବର୍ଦ୍ଧନା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଟୋକିଓ ପାରା ଅଲିମ୍ପିକ୍ସ ମେଡାଲ ବିଜେତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ପାରା ବ୍ୟାଡମିଣ୍ଟନରେ ଗୋଲଡ ମେଡାଲ ବିଜେତା ପ୍ରମୋଦ ଭଗତ, ମନୋଜ ସର୍‌କାର, ତରୁଣ ଧିଲୋନ, ପାରୁଲ ପାର୍ମର ଓ…

ଦୂର୍ଗମ ଅଞ୍ଚଳରେ ରହିବ ନାହିଁ ସ୍ବାସ୍ଥ୍ୟ ସେବା ଜନିତ ଅସୁବିଧା, ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ…

କେନ୍ୟୁଜ୍(ବ୍ୟୁରୋ):ଦୂର୍ଗମ ଅଞ୍ଚଳରେ ରହିବ ନାହିଁ ସ୍ବାସ୍ଥ୍ୟସେବା ଜନିତ ଅସୁବିଧା। କିଛି ବି ଅସୁବିଧା ହେଲେ ରୋଗୀ ନିକଟରେ ଏୟାର ଲିଫ୍ଟରେ ପହଞ୍ଚିବେ ଡାକ୍ତର । ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର…

ଏକଥରକରେ ନିଯୁକ୍ତି ପାଇଲେ ୬୨୩୧ ଜଣ ଶିକ୍ଷକ: କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):ରାଜ୍ୟର ଶିକ୍ଷା ଇତିହାସରେ ଆଜି ଦିନଟି ସବୁବେଳେ ସ୍ମରଣୀୟ ହୋଇରହିବ । ନବୀନ ଓଡିଶା ଗଠନ ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟ – ଏହି ଦୁଇଟିଯାକ କ୍ଷେତ୍ରର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଇଆସିଛନ୍ତି। ସାରା ରାଜ୍ୟର…