Browsing Tag

Commerce Exam

ପ୍ରକାଶ ପାଇଲା +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ, ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶିତ। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ରେଜଲ୍‌ଟ ଘୋଷଣା କରିଛନ୍ତି। େଓ୍ଵବସାଇଟରୁ ପରୀକ୍ଷାଫଳ ଜାଣି ପାରିବେ…