ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟା ଭିତରେ ୬୦୮୮ ଟି ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ମାମଲା ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ଜାରି ହୋଇଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୬୦୮୮ ଟି ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ୧୪୮ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ…