ଆସନ୍ତା ୧୬ରେ ଦେଶରେ ଆରମ୍ଭ କୋଭିଡ୍ ଟିକାକରଣ: ଆଜି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ…
ନୂଆଦିଲ୍ଲୀ :ଟିକାକରଣ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍ । ଆସନ୍ତା ୧୬ ତାରିଖରେ ଦେଶରେ ଆରମ୍ଭ ହେବ ବହୁ ପ୍ରତୀକ୍ଷିତ କୋଭିଡ୍ ଟିକାକରଣ । ଏହା ପୂର୍ବରୁ ଆଜି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ…