ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୬ କରୋନା ପଜିଟିଭ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଚିହ୍ନଟ
ଭୁବନେଶ୍ବର(କେନ୍ୟୁଜ୍): ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୨୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୯ ଜଣ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି।
ଆଜି…