ରାଜଧାନୀରେ ୨ହଜାର ପାର୍ କଲାଣି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା, କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କୁ ମିଳୁନି ବେଡ୍
ଭୁବନେଶ୍ୱର(କେନ୍ୟୁଜ୍): ରାଜଧାନୀରେ ଚିନ୍ତା ବଢ଼ାଉଛି ଡେଙ୍ଗୁ । ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ବିଭିନ୍ନ ଅଞ୍ଚଳ ହଟସ୍ପଟ ପାଲଟିଲାଣି । ଦୈନିକ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ୨ହଜାର ପାର କଲାଣି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ଶୈଳଶ୍ରୀବିହାର,…