ବରମୁଣ୍ଡା ବସ ଟର୍ମିନାଲ ନିର୍ମାଣ ଅଗ୍ରଗତି ସମୀକ୍ଷା କାଲେ 5T ସଚିବ ଶ୍ରୀ ପାଣ୍ଡିଆନ, ମାର୍ଚ୍ଚ ୨୦୨୩ ସୁଦ୍ଧା…
ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ୱର ବରମୁଣ୍ଡା ଅନ୍ତରାଜ୍ୟ ବସ ଟର୍ମିନାଲ ରାଜ୍ୟର ବ୍ୟସ୍ତବହୁଳ ବସ ଟର୍ମିନାଲ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହ ଶହ ବସ ଚଳା ଚଳ କରିଥାଏ। ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି 5T ଉପକ୍ରମରେ ଏହି ବସ…