ବଢ଼ିଲା ସୁନା ଦାମ୍, ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୪୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ୧୦ ଗ୍ରାମ ପ୍ରତି ୫୧,୮୨୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୯୫୦…