ଆସିଲା ନୂଆ ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୧,୨୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୬,୮୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୧,୨୪୦ ଟଙ୍କା ଓ…