ବଢିଲା ସୁନା ଦାମ୍, ଜାଣନ୍ତୁ ଭୁବନେଶ୍ୱରରେ ଆଜି କେତେ ରହିଛି ଦାମ୍
ବଢ଼ିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୩,୨୨୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦…